Online Bible

- Advertisements -




2 ବଂଶାବଳୀ 23:17 - ପବିତ୍ର ବାଇବଲ

17 ସବୁ ଲୋକମାନେ ବାଲ୍ ପ୍ରତିମାର ମନ୍ଦିରକୁ ଗଲେ ଓ ତାହାକୁ ଭାଙ୍ଗି ପକାଇଲେ। ବା‌ଲ୍‌ର ମନ୍ଦିରରେ ଥିବା ବେଦି ଓ ମୂର୍ତ୍ତିଗୁଡ଼ିକୁ ମଧ୍ୟ ସେମାନେ ଭାଙ୍ଗି ପକାଇଲେ। ସେମାନେ ବା‌ଲ୍‌ର ଯାଜକ ମତ୍ତାନଙ୍କୁ ବା‌ଲ୍‌ର ଯଜ୍ଞବେଦି ସମ୍ମୁଖରେ ହତ୍ୟା କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ଏଉତ୍ତାରେ ସମଗ୍ର ଲୋକ ବାଲ୍-ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ।

See the chapter Copy

ଓଡିଆ ବାଇବେଲ

17 ଏଉତ୍ତାରେ ସମଗ୍ର ଲୋକ ବାଲ୍‍-ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଉତ୍ତାରେ ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ।

See the chapter Copy




2 ବଂଶାବଳୀ 23:17

Follow us:

Advertisements


Advertisements