Online Bible

- Advertisements -




2 ବଂଶାବଳୀ 23:5 - ପବିତ୍ର ବାଇବଲ

5 ତୁମ୍ଭମାନଙ୍କର ଏକ ତୃତୀୟାଂଶ ରାଜାଙ୍କ ଗୃହରେ ରହିବ। ତୁମ୍ଭମାନଙ୍କର ଅନ୍ୟ ଏକ-ତୃତୀୟାଂଶ ଝର ଫାଟକ ନିକଟରେ ଜଗି ରହିବ। କିନ୍ତୁ ଅନ୍ୟ ଲୋକ ସମସ୍ତେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ମଧ୍ୟରେ ରହିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ଵାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।

See the chapter Copy

ଓଡିଆ ବାଇବେଲ

5 ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।

See the chapter Copy




2 ବଂଶାବଳୀ 23:5

Follow us:

Advertisements


Advertisements