2 ବଂଶାବଳୀ 23:7 - ପବିତ୍ର ବାଇବଲ7 ଲେବୀୟମାନଙ୍କୁ ରାଜାଙ୍କ ନିକଟରେ ରହିବାକୁ ହେବ। ପ୍ରତ୍ୟେକ ବ୍ୟକ୍ତି ନିଜ ନିଜର ଖଡ଼୍ଗକୁ ସଙ୍ଗରେ ରଖିବେ। ଯଦି କୌଣସି ବ୍ୟକ୍ତି ମନ୍ଦିର ମଧ୍ୟରେ ପ୍ରବେଶ କରିବାକୁ ଚେଷ୍ଟା କରିବ, ତେବେ ତାହାକୁ ବଧ କରିବ। ରାଜା ଯେଉଁଆଡ଼େ ଯିବେ, ତୁମ୍ଭମାନଙ୍କୁ ତାଙ୍କ ସହିତ ରହିବାକୁ ପଡ଼ିବ।” See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। See the chapterଓଡିଆ ବାଇବେଲ7 ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।” See the chapter |