2 ବଂଶାବଳୀ 24:8 - ପବିତ୍ର ବାଇବଲ8 ରାଜା ଯୋୟାଶ୍ ଏକ ବାକ୍ସ ନିର୍ମାଣ କରିବାକୁ ଓ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରର ବାହାର ପାର୍ଶ୍ୱରେ ରଖିବାକୁ ଆଦେଶ ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ଵାର ନିକଟରେ ରଖିଲେ। See the chapterଓଡିଆ ବାଇବେଲ8 ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ। See the chapter |