Online Bible

- Advertisements -




2 ବଂଶାବଳୀ 25:15 - ପବିତ୍ର ବାଇବଲ

15 ସଦାପ୍ରଭୁ ଅମତ୍‌ସିୟଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କଲେ। ସଦାପ୍ରଭୁ ଅମତ୍‌ସିୟଙ୍କ ନିକଟକୁ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ପଠାଇଲେ। ଭବିଷ୍ୟ‌ଦ୍‌ବକ୍ତା କହିଲେ, “ଅମତ୍‌ସିୟ, ତୁମ୍ଭେ କାହିଁକି ସେହି ଲୋକମାନେ ପୂଜା କରୁଥିବା ଦେବତାମାନଙ୍କର ପୂଜା କଲ? ସେହି ଦେବତାମାନେ ସେମାନଙ୍କ ନିଜ ଲୋକମାନଙ୍କୁ ସୁଦ୍ଧା ତୁମ୍ଭଠାରୁ ରକ୍ଷା କରି ପାରିଲେ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ଏହେତୁ ଅମତ୍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କିହେତୁ ସେହି ଲୋକମାନଙ୍କ ଦେବଗଣର ଅନ୍ଵେଷଣ କରୁଅଛନ୍ତି?

See the chapter Copy

ଓଡିଆ ବାଇବେଲ

15 ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”

See the chapter Copy




2 ବଂଶାବଳୀ 25:15

Follow us:

Advertisements


Advertisements