Online Bible

- Advertisements -




2 ବଂଶାବଳୀ 25:26 - ପବିତ୍ର ବାଇବଲ

26 ଅମତ୍‌ସିୟ ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ “ଯିହୁଦା ଓ ଇସ୍ରାଏଲର ରାଜାମାନଙ୍କର ପୁସ୍ତକରେ” ଲେଖାଯାଇଅଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

26 ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟ; ବୃତ୍ତା; କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ?

See the chapter Copy

ଓଡିଆ ବାଇବେଲ

26 ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କ’ଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ନାହିଁ ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

See the chapter Copy




2 ବଂଶାବଳୀ 25:26

Follow us:

Advertisements


Advertisements