2 ବଂଶାବଳୀ 25:27 - ପବିତ୍ର ବାଇବଲ27 ଯେତେବେଳେ ଅମତ୍ସିୟ ସଦାପ୍ରଭୁଙ୍କର ବାଧ୍ୟ ହେବା ବନ୍ଦ କରିଦେଲେ, ଯିରୁଶାଲମର ଲୋକମାନେ ଅମତ୍ସିୟଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ସେ ଲାଖୀଶ୍ ସହରକୁ ଲୋକମାନଙ୍କୁ ପଠାଇଲେ ଓ ସେମାନେ ସେଠାରେ ଅମତ୍ସିୟଙ୍କୁ ହତ୍ୟା କଲେ। See the chapterପବିତ୍ର ବାଇବଲ (Re-edited) - (BSI)27 ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। See the chapterଓଡିଆ ବାଇବେଲ27 ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। See the chapter |