Online Bible

- Advertisements -




2 ବଂଶାବଳୀ 25:28 - ପବିତ୍ର ବାଇବଲ

28 ଏହା ପରେ ସେମାନେ ଅମତ୍‌ସିୟଙ୍କ ଶରୀରକୁ ଅଶ୍ୱ ପୃଷ୍ଠରେ ବୋହି ନେଲେ ଓ ତାଙ୍କୁ ତାଙ୍କର ପୂର୍ବପୁରୁଷଗଣ ସହିତ ଯିହୁଦା ନଗରରେ କବର ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ପୁଣି, ସେମାନେ ଅଶ୍ଵମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।

See the chapter Copy

ଓଡିଆ ବାଇବେଲ

28 ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।

See the chapter Copy




2 ବଂଶାବଳୀ 25:28

Follow us:

Advertisements


Advertisements