Online Bible

- Advertisements -




2 ବଂଶାବଳୀ 25:3 - ପବିତ୍ର ବାଇବଲ

3 ଅମତ୍‌ସିୟ ଜଣେ ପରାକ୍ରମୀ ରାଜା ହେଲେ। ଏହା ପରେ ଯେଉଁ ପଦାଧିକାରୀମାନେ ତାଙ୍କର ପିତା, ରାଜାଙ୍କୁ ହତ୍ୟା କରିଥିଲେ, ସେ ସେହି ପଦାଧିକାରୀମାନଙ୍କୁ ହତ୍ୟା କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।

See the chapter Copy

ଓଡିଆ ବାଇବେଲ

3 ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।

See the chapter Copy




2 ବଂଶାବଳୀ 25:3

Follow us:

Advertisements


Advertisements