2 ବଂଶାବଳୀ 26:1 - ପବିତ୍ର ବାଇବଲ1 ଏହା ପରେ ଯିହୁଦାର ଲୋକମାନେ ଉଷିୟଙ୍କୁ ଅମତ୍ସିୟଙ୍କ ସ୍ଥାନରେ ନୂତନ ରାଜା ହେବା ନିମନ୍ତେ ମନୋନୀତ କଲେ। ଅମତ୍ସିୟ ଊଷିୟଙ୍କ ପିତା ଥିଲେ ଉଷିୟ ଷୋହଳ ବର୍ଷ ବୟସ୍କ ହୋଇଥିବା ସମୟରେ ଏହିପରି ଘଟିଲା। See the chapterପବିତ୍ର ବାଇବଲ (Re-edited) - (BSI)1 ଏଥି ଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ। See the chapter |