Online Bible

- Advertisements -




2 ବଂଶାବଳୀ 26:11 - ପବିତ୍ର ବାଇବଲ

11 ଉଷିୟଙ୍କର ତାଲିମପ୍ରାପ୍ତ ସୈନିକମାନଙ୍କର ଏକ ସୈନ୍ୟଦଳ ଥିଲା। ସେହି ସୈନିକମାନେ ସଚିବ ଯିୟୂୟେଲ ଓ ପଦାଧିକାରୀ ମାସେୟଙ୍କ ଦ୍ୱାରା ବିଭିନ୍ନ ଦଳରେ ଭର୍ତ୍ତି କରାଯାଇ ଥିଲେ। ହନାନୀୟ ସେମାନଙ୍କର ନେତା ଥିଲେ। ଯିୟୂୟେଲ୍ ଓ ମାସେୟ ସେହି ସୈନିକମାନଙ୍କୁ ଗଣନା କରୁଥିଲେ ଓ ବିଭିନ୍ନ ଦଳଭୁକ୍ତ କରୁଥିଲେ। ହନାନୀୟ ରାଜାଙ୍କର ଜଣେ ପଦାଧିକାରୀ ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମ; ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୂୟେଲ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।

See the chapter Copy

ଓଡିଆ ବାଇବେଲ

11 ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍‍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍‍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।

See the chapter Copy




2 ବଂଶାବଳୀ 26:11

Follow us:

Advertisements


Advertisements