Online Bible

- Advertisements -




2 ବଂଶାବଳୀ 26:14 - ପବିତ୍ର ବାଇବଲ

14 ଉଷିୟ ସୈନ୍ୟଦଳକୁ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟେଣୀ ପାଇଁ ପଥର ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ ଓ ବର୍ଚ୍ଛା ଓ ଟୋପର ଓ ସାଞ୍ଜୁଆ ଓ ଧନୁ ଓ ଛାଟିଣୀ-ପଥର ପ୍ରସ୍ତୁତ କଲେ।

See the chapter Copy

ଓଡିଆ ବାଇବେଲ

14 ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।

See the chapter Copy




2 ବଂଶାବଳୀ 26:14

Follow us:

Advertisements


Advertisements