2 ବଂଶାବଳୀ 26:16 - ପବିତ୍ର ବାଇବଲ16 କିନ୍ତୁ ଉଷିୟ ଯେତେବେଳେ ଶକ୍ତିଶାଳୀ ହୋଇ ଉଠିଲେ, ତାଙ୍କର ଗର୍ବ ତାଙ୍କର ବିନାଶର କାରଣ ହେଲା। ସେ ତାଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ହୋଇ ରହିଲେ ନାହିଁ। ସେ ସୁଗନ୍ଧିଧୂପର ବେଦି ଉପରେ ସୁଗନ୍ଧିଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। See the chapterପବିତ୍ର ବାଇବଲ (Re-edited) - (BSI)16 ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ଵଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। See the chapterଓଡିଆ ବାଇବେଲ16 ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। See the chapter |