Online Bible

- Advertisements -




2 ବଂଶାବଳୀ 26:17 - ପବିତ୍ର ବାଇବଲ

17 ଅସରିୟ ଯାଜକ ଓ ସଦାପ୍ରଭୁଙ୍କ ସେବାକାର୍ଯ୍ୟ କରୁଥିବା ଅଶୀ ଜଣ ସାହସୀ ଯୁବକମାନେ ଉଷିୟଙ୍କ ପଛେ ପଛେ ମନ୍ଦିର ମଧ୍ୟକୁ ଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରା; ଯାଜକ ତାଙ୍କର ପଛେ ପଛେ ଗଲେ;

See the chapter Copy

ଓଡିଆ ବାଇବେଲ

17 ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;

See the chapter Copy




2 ବଂଶାବଳୀ 26:17

Follow us:

Advertisements


Advertisements