Online Bible

- Advertisements -




2 ବଂଶାବଳୀ 27:9 - ପବିତ୍ର ବାଇବଲ

9 ଏହା ପରେ ଯୋଥମ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ତାଙ୍କୁ ଦାଉଦଙ୍କ ନଗରରେ କବର ଦେଲେ। ଆହସ୍ ଯୋଥ‌ମ୍‌ଙ୍କ ସ୍ଥାନରେ ରାଜା ହେଲେ। ଆହସ୍ ଯୋଥ‌ମ୍‌ଙ୍କ ପୁତ୍ର ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।

See the chapter Copy

ଓଡିଆ ବାଇବେଲ

9 ପୁଣି, ଯୋଥମ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଯୋଥମ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।

See the chapter Copy




2 ବଂଶାବଳୀ 27:9

Follow us:

Advertisements


Advertisements