2 ବଂଶାବଳୀ 28:1 - ପବିତ୍ର ବାଇବଲ1 ଆହସ୍ ରାଜା ହେବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଷୋହଳ ବର୍ଷ ରାଜତ୍ୱ କଲେ। ଆହସ୍ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଯଥାର୍ଥ ଜୀବନଯାପନକ କରୁ ନ ଥିଲେ। ଆହସ୍ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)1 ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୁର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। See the chapterଓଡିଆ ବାଇବେଲ1 ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ। See the chapter |