2 ବଂଶାବଳୀ 28:16 - ପବିତ୍ର ବାଇବଲ16-17 ସେହି ସମୟରେ, ଇଦୋମର ଲୋକମାନେ ଆଉଥରେ ଆସିଲେ ଓ ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ। ଇଦୋମୀୟମାନେ ଲୋକମାନଙ୍କୁ ଧରିଲେ ଓ ସେମାନଙ୍କୁ ବନ୍ଦୀ କରି ନେଇଗଲେ। ତେଣୁ ରାଜା ଆହସ୍, ଅଶୂରୀୟ ରାଜାଙ୍କୁ ସାହାଯ୍ୟ ମାଗିଲେ। See the chapterପବିତ୍ର ବାଇବଲ (Re-edited) - (BSI)16 ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ। See the chapterଓଡିଆ ବାଇବେଲ16 ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି ସମୟରେ ଆହସ୍ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ। See the chapter |