Online Bible

- Advertisements -




2 ବଂଶାବଳୀ 28:19 - ପବିତ୍ର ବାଇବଲ

19 ସଦାପ୍ରଭୁ ଯିହୁଦାକୁ କଷ୍ଟ କଲେ, କାରଣ ଯିହୁଦାର ରାଜା ଆହସ୍ ଯିହୁଦାର ଲୋକମାନଙ୍କୁ ପାପ କରିବାକୁ ଉତ୍ସାହିତ କରିଥିଲେ। ସେ ସଦାପ୍ରଭୁଙ୍କ ପ୍ରତି ଅତି ଅବିଶ୍ୱସ୍ତ ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ଵେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତା; ସତ୍ୟଲଙ୍ଘନ କରିଥିଲେ।

See the chapter Copy

ଓଡିଆ ବାଇବେଲ

19 କାରଣ ଇସ୍ରାଏଲର ରାଜା ଆହସ୍‌ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ଇସ୍ରାଏଲର ରାଜା ଆହସ୍‌ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।

See the chapter Copy




2 ବଂଶାବଳୀ 28:19

Follow us:

Advertisements


Advertisements