Online Bible

- Advertisements -




2 ବଂଶାବଳୀ 28:20 - ପବିତ୍ର ବାଇବଲ

20 ଅଶୂରୀୟ ରାଜା ତି‌ଲ୍‌ଗତ-ପି‌ଲ୍‌ନେଷର ଆସିଲେ ଓ ଆହସ୍ ରାଜାଙ୍କୁ ସାହାଯ୍ୟ କରିବା ପରିବର୍ତ୍ତେ କଷ୍ଟ ଦେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ଏଥି ଉତ୍ତାରେ ଅଶୂରର ରାଜା ତିଗ୍ଲତ-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।

See the chapter Copy

ଓଡିଆ ବାଇବେଲ

20 ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।

See the chapter Copy




2 ବଂଶାବଳୀ 28:20

Follow us:

Advertisements


Advertisements