2 ବଂଶାବଳୀ 28:6 - ପବିତ୍ର ବାଇବଲ6 ପେକହଙ୍କ ପିତାଙ୍କର ନାମ ଥିଲା ରମଲିୟ। ପେକହ ଓ ତାଙ୍କର ସୈନ୍ୟଦଳ ଗୋଟିଏ ଦିନରେ ଯିହୁଦାର 120,000 ଜଣ ସାହସୀ ସୈନିକଙ୍କୁ ହତ୍ୟା କଲେ। ପେକହ ଯିହୁଦାର ସେହି ଲୋକମାନଙ୍କୁ ହତ୍ୟା କଲେ, କାରଣ ସେମାନଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନୁଥିଲେ, ସେମାନେ ତାଙ୍କୁ ମାନିଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)6 କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ। See the chapterଓଡିଆ ବାଇବେଲ6 କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। See the chapter |