2 ବଂଶାବଳୀ 29:1 - ପବିତ୍ର ବାଇବଲ1 ହିଜକିୟ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅବିଜା। ଅବିଜା ଜିଖରିୟଙ୍କ କନ୍ୟା ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବିଜା, ସେ ଜିଖରୀୟର କନ୍ୟା ଥିଲେ। See the chapterଓଡିଆ ବାଇବେଲ1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ। See the chapter |