Online Bible

- Advertisements -

2 ବଂଶାବଳୀ 29:15 - ପବିତ୍ର ବାଇବଲ

15 ଏହା ପରେ ଏହି ଲେବୀୟମାନେ ସେମାନଙ୍କର ଭ୍ରାତାମାନଙ୍କୁ ଏକତ୍ର କଲେ ଓ ମନ୍ଦିରର ପବିତ୍ର ସେବାକାର୍ଯ୍ୟ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କଲେ। ସେମାନେ ରାଜାଙ୍କର ଆଦେଶ ମାନିଲେ, ଯାହାକି ସଦାପ୍ରଭୁଙ୍କଠାରୁ ଆସିଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।

See the chapter Copy

2 ବଂଶାବଳୀ 29:15

Follow us:

Advertisements

Advertisements