Online Bible

- Advertisements -




2 ବଂଶାବଳୀ 29:16 - ପବିତ୍ର ବାଇବଲ

16 ଯାଜକମାନେ ମନ୍ଦିରକୁ ପରିଷ୍କାର କରିବା ନିମନ୍ତେ ତାହା ମଧ୍ୟରେ ପ୍ରବେଶ କଲେ। ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ଯେତେ ଅପବିତ୍ର ବସ୍ତୁ ପାଇଲେ, ତାହାକୁ ବାହାର କରିଦେଲେ। ସେମାନେ ସେହି ଅପବିତ୍ର ବସ୍ତୁଗୁଡ଼ିକୁ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣକୁ ଆଣିଲେ। ଏହା ପରେ ଲେବୀୟମାନେ ଅପବିତ୍ର ବସ୍ତୁଗୁଡ଼ିକୁ ବାହାର କରି କିଦ୍ରୋଣ ଉପତ୍ୟକାକୁ ନେଇଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୌଚ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ। ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକି ବହି ନେଇଗଲେ।

See the chapter Copy

ଓଡିଆ ବାଇବେଲ

16 ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।

See the chapter Copy




2 ବଂଶାବଳୀ 29:16

Follow us:

Advertisements


Advertisements