2 ବଂଶାବଳୀ 29:20 - ପବିତ୍ର ବାଇବଲ20 ରାଜା ହିଜକିୟ ପରବର୍ତ୍ତୀ ଦିନ ପ୍ରତ୍ୟୁଷରେ ନଗରର ପଦାଧିକାରୀମାନଙ୍କୁ ଏକତ୍ର କଲେ ଓ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। See the chapterପବିତ୍ର ବାଇବଲ (Re-edited) - (BSI)20 ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ। See the chapterଓଡିଆ ବାଇବେଲ20 ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ। See the chapter |