Online Bible

- Advertisements -

2 ବଂଶାବଳୀ 29:35 - ପବିତ୍ର ବାଇବଲ

35 ସେଠାରେ ଅନେକ ହୋମବଳି ନୈବେଦ୍ୟ ଓ ମଙ୍ଗଳାର୍ଥକ ନୈବେଦ୍ୟ ସ୍ୱରୂପ ଚର୍ବ୍ବୀର ଉତ୍ସର୍ଗ ଓ ପେୟନୈବେଦ୍ୟ ଉତ୍ସର୍ଗ କରାଗଲା। ଏହିପରି ଭାବରେ, ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ ଆଉଥରେ ଆରମ୍ଭ ହେଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

35 ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।

See the chapter Copy

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।

See the chapter Copy

2 ବଂଶାବଳୀ 29:35

Follow us:

Advertisements

Advertisements