Online Bible

- Advertisements -




2 ବଂଶାବଳୀ 29:4 - ପବିତ୍ର ବାଇବଲ

4 ହିଜକିୟ ଯାଜକ ଓ ଲେବୀୟମାନଙ୍କୁ ଏକ ସଭାରେ ସମ୍ମିଳିତ କରାଇଲେ। ମନ୍ଦିରର ପୂର୍ବ ପାର୍ଶ୍ୱସ୍ଥ ଉନ୍ମୁକ୍ତ ପ୍ରାଙ୍ଗଣରେ ସେ ସେମାନଙ୍କ ସହିତ ଏକ ସଭା କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଅଣାଇ ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,

See the chapter Copy

ଓଡିଆ ବାଇବେଲ

4 ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,

See the chapter Copy




2 ବଂଶାବଳୀ 29:4

Follow us:

Advertisements


Advertisements