Online Bible

- Advertisements -




2 ବଂଶାବଳୀ 29:5 - ପବିତ୍ର ବାଇବଲ

5 ହିଜକିୟ ସେମାନଙ୍କୁ କହିଲେ, “ହେ ଲେବୀୟମାନେ, ମୋ’ କଥା ଶୁଣ। ତୁମ୍ଭର ପୂର୍ବପୁରୁଷମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ମନ୍ଦିରରେ ସେବା କରିବା ପାଇଁ ନିଜକୁ ଉତ୍ସର୍ଗୀକୃତ କର। ଅପବିତ୍ର ବସ୍ତୁକୁ ମନ୍ଦିରରୁ ବାହାର କରିନିଅ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୌଚ ଦୂର କର।

See the chapter Copy

ଓଡିଆ ବାଇବେଲ

5 “ହେ ଲେବୀୟମାନେ, ତୁମ୍ଭେମାନେ ମୋ’ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।

See the chapter Copy




2 ବଂଶାବଳୀ 29:5

Follow us:

Advertisements


Advertisements