2 ବଂଶାବଳୀ 29:7 - ପବିତ୍ର ବାଇବଲ7 ସେମାନେ ମନ୍ଦିର ଅଳିନ୍ଦର ଦ୍ୱାରସବୁ ବନ୍ଦ କରିଦେଲେ ଓ ପ୍ରଦୀପର ଶିଖା ଲିଭାଇ ଦେଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କର ପବିତ୍ର ସ୍ଥାନରେ ସୁଗନ୍ଧିଧୂପ ଜଳାଇବା ଓ ନୈବେଦ୍ୟ ହୋମବଳି ଉପହାର ଉତ୍ସର୍ଗ କରିବା ବନ୍ଦ କରିଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ଆହୁରି, ସେମାନେ ବରଣ୍ତାର କବାଟସବୁ ବନ୍ଦ କରି ପ୍ରଦୀପସବୁ ନିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି। See the chapterଓଡିଆ ବାଇବେଲ7 ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି। See the chapter |