2 ବଂଶାବଳୀ 3:2 - ପବିତ୍ର ବାଇବଲ2 ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ଦ୍ୱିତୀୟ ମାସରେ ସେ କାର୍ଯ୍ୟ ଆରମ୍ଭ କଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି ସେ ଆପଣା ଅଧିକାରର ଚତୁର୍ଥ ବର୍ଷର ଦ୍ଵିତୀୟ ମାସର ଦ୍ଵିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ। See the chapterଓଡିଆ ବାଇବେଲ2 ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ। See the chapter |