2 ବଂଶାବଳୀ 30:1 - ପବିତ୍ର ବାଇବଲ1 ରାଜା ହିଜକିୟ ଇସ୍ରାଏଲ ଓ ଯିହୁଦାର ସବୁ ଲୋକମାନଙ୍କ ନିକଟକୁ ବାର୍ତ୍ତାମାନ ପ୍ରେରଣ କଲେ। ସେ ଇଫ୍ରୟିମ ଓ ମନଃଶିର ଲୋକମାନଙ୍କ ନିକଟକୁ ମଧ୍ୟ ପତ୍ରମାନ ଲେଖିଲେ। ହିଜକିୟ ସେହି ସମସ୍ତ ଲୋକଙ୍କୁ ଯିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ଆସିବା ନିମନ୍ତେ ନିମନ୍ତ୍ରଣ ଜଣାଇଲେ, ଯେପରି ସେମାନେ ସମସ୍ତ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରି ପାରିବେ। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ ଓ ମନଃଶି ନିକଟକୁ ହିଁ ପତ୍ର ଲେଖିଲେ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ୍ ଓ ମନଃଶି ନିକଟକୁ ମଧ୍ୟ ପତ୍ର ଲେଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ ଓ ମନଃଶି ନିକଟକୁ ମଧ୍ୟ ପତ୍ର ଲେଖିଲେ। See the chapter |