Online Bible

- Advertisements -




2 ବଂଶାବଳୀ 30:10 - ପବିତ୍ର ବାଇବଲ

10 ବାର୍ତ୍ତାବାହକମାନେ ଇଫ୍ରୟିମ ଓ ମନଃଶି ଅଞ୍ଚଳର ପ୍ରତ୍ୟେକ ସହରକୁ ଗଲେ। ସେମାନେ ସବୂଲୂନର ଅଞ୍ଚଳ ପର୍ଯ୍ୟନ୍ତ ମଧ୍ୟ ଗଲେ। କିନ୍ତୁ ଲୋକମାନେ ବାର୍ତ୍ତାବାହକମାନଙ୍କ ପ୍ରତି ଅଟ୍ଟହାସ୍ୟ ଓ ବିଦ୍ରୂପ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୁନ୍ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ।

See the chapter Copy

ଓଡିଆ ବାଇବେଲ

10 ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୂନ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୂନ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ।

See the chapter Copy




2 ବଂଶାବଳୀ 30:10

Follow us:

Advertisements


Advertisements