Online Bible

- Advertisements -




2 ବଂଶାବଳୀ 30:12 - ପବିତ୍ର ବାଇବଲ

12 ଆହୁରି ମଧ୍ୟ ଯିହୁଦାରେ ପରମେଶ୍ୱରଙ୍କ ଶକ୍ତି ଲୋକମାନଙ୍କୁ ଏକତ୍ରିତ କଲା, ଯେପରି ସେମାନେ ରାଜା ଓ ତାଙ୍କ ପଦାଧିକାରୀମାନଙ୍କର ବାଧ୍ୟ ହୋଇପାରନ୍ତି। ଏହି ପ୍ରକାରେ, ସେମାନେ ସଦାପ୍ରଭୁଙ୍କ ବାକ୍ୟର ବାଧ୍ୟ ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ଵରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।

See the chapter Copy

ଓଡିଆ ବାଇବେଲ

12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।

See the chapter Copy




2 ବଂଶାବଳୀ 30:12

Follow us:

Advertisements


Advertisements