2 ବଂଶାବଳୀ 30:14 - ପବିତ୍ର ବାଇବଲ14 ସେହି ଲୋକମାନେ ଯିରୁଶାଲମରେ ଥିବା ଭଣ୍ଡ ଦେବତାମାନଙ୍କର ଯଜ୍ଞବେଦି ସବୁ ନିଃଶେଷ କରିଦେଲେ। ଆହୁରି ମଧ୍ୟ, ସେମାନେ ଭଣ୍ଡ ଦେବତାମାନଙ୍କର ସମସ୍ତ ସୁଗନ୍ଧିଧୂପର ବେଦି ନଷ୍ଟ କରିଦେଲେ। ସେମାନେ ସେହି ଯଜ୍ଞବେଦିଗୁଡ଼ିକୁ କିଦ୍ରୋଣ ଉପତ୍ୟକାରେ ଫିଙ୍ଗି ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦି ସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ। See the chapterଓଡିଆ ବାଇବେଲ14 ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦି ସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦିସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ। See the chapter |