Online Bible

- Advertisements -




2 ବଂଶାବଳୀ 30:2 - ପବିତ୍ର ବାଇବଲ

2 ଦ୍ୱିତୀୟ ମାସରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିୟ ତାଙ୍କର ସମସ୍ତ ପଦାଧିକାରୀ ଓ ଯିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ଵିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।

See the chapter Copy

ଓଡିଆ ବାଇବେଲ

2 କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।

See the chapter Copy




2 ବଂଶାବଳୀ 30:2

Follow us:

Advertisements


Advertisements