Online Bible

- Advertisements -




2 ବଂଶାବଳୀ 30:21 - ପବିତ୍ର ବାଇବଲ

21 ଯିରୁଶାଲମରେ ଇସ୍ରାଏଲର ସନ୍ତାନମାନେ ତାଡ଼ୀଶୂନ୍ୟ ପାଉଁରୋଟୀର ପର୍ବ ସାତ ଦିନ ପର୍ଯ୍ୟନ୍ତ ପାଳନ କଲେ। ସେମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ। ଲେବୀୟ ଓ ଯାଜକମାନେ ପ୍ରତିଦିନ ସେମାନଙ୍କର ସମସ୍ତ ଶକ୍ତି ସହିତ ସଦାପ୍ରଭୁଙ୍କର ପ୍ରଶଂସା କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟଧ୍ଵନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।

See the chapter Copy

ଓଡିଆ ବାଇବେଲ

21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।

See the chapter Copy




2 ବଂଶାବଳୀ 30:21

Follow us:

Advertisements


Advertisements