Online Bible

- Advertisements -




2 ବଂଶାବଳୀ 30:3 - ପବିତ୍ର ବାଇବଲ

3 ସେମାନେ ନିୟମିତ ସମୟରେ ନିସ୍ତାରପର୍ବର ଉତ୍ସବ ପାଳନ କରି ପାରିଲେ ନାହିଁ। କାରଣ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ଯଥେଷ୍ଟ ସଂଖ୍ୟକ ଯାଜକ ନିଜକୁ ପ୍ରସ୍ତୁତ କରିପାରି ନ ଥିଲେ। ଆଉ ଗୋଟିଏ କାରଣ ଥିଲା, ଲୋକମାନେ ଯିରୁଶାଲମରେ ଏକତ୍ରିତ ହୋଇ ନ ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 କାରଣ ଯଥେଷ୍ଟସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରି ପାରି ନ ଥିଲେ।

See the chapter Copy

ଓଡିଆ ବାଇବେଲ

3 କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରି ପାରି ନ ଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରିପାରି ନ ଥିଲେ।

See the chapter Copy




2 ବଂଶାବଳୀ 30:3

Follow us:

Advertisements


Advertisements