Online Bible

- Advertisements -




2 ବଂଶାବଳୀ 31:15 - ପବିତ୍ର ବାଇବଲ

15 ସେ ଏଦନ୍, ମିନ୍ୟାମିନ, ଯେଶୂୟ, ଶମୟିୟ, ଅମରିୟ ଓ ଶିଖନିୟ କୋରିଙ୍କୁ ସାହାଯ୍ୟ କରୁଥିଲେ। ସେହି ବ୍ୟକ୍ତିମାନେ, ଯାଜକମାନେ ବାସ କରୁଥିବା ସହରଗୁଡ଼ିକରେ ବିଶ୍ୱସ୍ତ ଭାବରେ ସେବାକାର୍ଯ୍ୟ କରୁଥିଲେ। ସେମାନେ ସଂଗୃହୀତ ସାମଗ୍ରୀକୁ ସେମାନଙ୍କର ଆତ୍ମୀୟ ଯାଜକମାନଙ୍କୁ ଦେଲେ, ସେମାନେ ବୃଦ୍ଧ ହୁଅନ୍ତୁ ବା ତରୁଣ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ତାହାର ଅଧୀନରେ ଏଦନ୍ ଓ ମିନ୍ୟାମୀନ ଓ ଯେଶୂୟ ଓ ଶମୟୀୟ ଓ ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;

See the chapter Copy

ଓଡିଆ ବାଇବେଲ

15 ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;

See the chapter Copy




2 ବଂଶାବଳୀ 31:15

Follow us:

Advertisements


Advertisements