2 ବଂଶାବଳୀ 31:16 - ପବିତ୍ର ବାଇବଲ16 ଏହି ବ୍ୟକ୍ତିଗଣ ଲେବୀୟ ବଂଶର ଇତିହାସରେ ନାମ ଲେଖାଥିବା ତିରିଶ୍ ବର୍ଷୀୟଠାରୁ ଅଧିକ ବୟସ୍କ ପୁରୁଷଙ୍କ ଦ୍ୱାରା ସଂଗୃହୀତ ବସ୍ତୁଗୁଡ଼ିକ ଦେଉଥିଲେ। ଏହି ସମସ୍ତ ପୁରୁଷମାନଙ୍କୁ ପ୍ରତ୍ୟହ ସେବାକାର୍ଯ୍ୟ କରିବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରିବାକୁ ପଡ଼ୁଥିଲା, ପ୍ରତ୍ୟେକ ଦଳରେ ଲେବୀୟମାନଙ୍କର ସେମାନଙ୍କର ନିଜ ଦାୟିତ୍ୱ ରହିଥିଲା। See the chapterପବିତ୍ର ବାଇବଲ (Re-edited) - (BSI)16 ସେମାନଙ୍କ ଛଡ଼ା ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; See the chapterଓଡିଆ ବାଇବେଲ16 ସେମାନଙ୍କ ବ୍ୟତୀତ ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେମାନଙ୍କ ବ୍ୟତୀତ ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; See the chapter |