Online Bible

- Advertisements -




2 ବଂଶାବଳୀ 31:20 - ପବିତ୍ର ବାଇବଲ

20 ଅତଏବ ରାଜା ହିଜକିୟ ଯିହୁଦାରେ ଏହି ସମସ୍ତ ଉତ୍ତମ କାର୍ଯ୍ୟ କଲେ। ସେ ତାଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ ଓ ବିଶ୍ୱସ୍ତ ଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ଵସ୍ତତାର କର୍ମ କଲେ।

See the chapter Copy

ଓଡିଆ ବାଇବେଲ

20 ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।

See the chapter Copy




2 ବଂଶାବଳୀ 31:20

Follow us:

Advertisements


Advertisements