Online Bible

- Advertisements -




2 ବଂଶାବଳୀ 32:10 - ପବିତ୍ର ବାଇବଲ

10 ସେମାନେ କହିଲେ, “ଅଶୂରର ରାଜା ସ‌ନ୍‌ହେରୀବ୍ ଏହି କଥା କହନ୍ତି, ‘ତୁମ୍ଭେମାନେ କେଉଁ ବିଷୟରେ ନିର୍ଭର କରି ଆକ୍ରମଣ ସମୟରେ ସୁଦ୍ଧା ଯିରୁଶାଲମରେ ରହୁଅଛ?

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ଅଶୂରର ରାଜା ସନ୍ହେରୀବ୍ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?

See the chapter Copy

ଓଡିଆ ବାଇବେଲ

10 ଅଶୂରର ରାଜା ସନ୍‍‌‌ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 “ଅଶୂରର ରାଜା ସନ୍‍‌‌ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?

See the chapter Copy




2 ବଂଶାବଳୀ 32:10

Follow us:

Advertisements


Advertisements