Online Bible

- Advertisements -




2 ବଂଶାବଳୀ 32:11 - ପବିତ୍ର ବାଇବଲ

11 ହିଜକିୟ ତୁମ୍ଭମାନଙ୍କୁ ପ୍ରତାରଣା କରୁଅଛି। ତୁମ୍ଭେମାନେ ଯେପରି କ୍ଷୁଧା ଓ ତୃଷାରେ ମୃତ୍ୟୁବରଣ କରିବ; ଏଥିନିମନ୍ତେ ତୁମ୍ଭମାନଙ୍କୁ କୌଶଳକ୍ରମେ ଯିରୁଶାଲମରେ ରଖାଯାଉଅଛି। ହିଜକିୟ ତୁମ୍ଭଙ୍କୁ କହେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଅଶୂରର ରାଜାର ହସ୍ତରୁ ରକ୍ଷା କରିବେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଅଶୂର-ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହିଁ?

See the chapter Copy

ଓଡିଆ ବାଇବେଲ

11 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର-ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କ’ଣ ହିଜକୀୟ ମଣାଉ ନାହାନ୍ତି ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହାନ୍ତି?

See the chapter Copy




2 ବଂଶାବଳୀ 32:11

Follow us:

Advertisements


Advertisements