Online Bible

- Advertisements -




2 ବଂଶାବଳୀ 32:12 - ପବିତ୍ର ବାଇବଲ

12 ହିଜକିୟ ନିଜେ ସଦାପ୍ରଭୁଙ୍କ ଉଚ୍ଚସ୍ଥାନ ଓ ଯଜ୍ଞବେଦି ସବୁ ବାହାର କରି ଦେଲା। ସେ କହିଲା, ଯିହୁଦା ଓ ଯିରୁଶାଲମର ଲୋକମାନେ! ତୁମ୍ଭମାନଙ୍କୁ କେବଳ ଗୋଟିଏ ଯଜ୍ଞବେଦି ଉପରେ ପୂଜା ଓ ସୁଗନ୍ଧିଧୂପ ଜ୍ୱଳାଇବାକୁ ପଡ଼ିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

12 ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହିଁ, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ଵଳାଇବ?

See the chapter Copy

ଓଡିଆ ବାଇବେଲ

12 ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ?

See the chapter Copy




2 ବଂଶାବଳୀ 32:12

Follow us:

Advertisements


Advertisements