Online Bible

- Advertisements -




2 ବଂଶାବଳୀ 32:15 - ପବିତ୍ର ବାଇବଲ

15 ତୁମ୍ଭମାନଙ୍କୁ ମୂର୍ଖ ବନେଇବା ଓ ପ୍ରତାରଣା କରିବାକୁ ହିଜକିୟଙ୍କୁ ଦିଅ ନାହିଁ। ତାହାକୁ ଆଦୌ ବିଶ୍ୱାସ କର ନାହିଁ, କାରଣ କୌଣସି ରାଜ୍ୟ ବା କୌଣସି ଦେଶ ତାହାର ଲୋକମାନଙ୍କୁ ମୋ'ଠାରୁ ବା ମୋର ପୂର୍ବପୁରୁଷମାନଙ୍କଠାରୁ ରକ୍ଷା କରିପାରି ନାହିଁ। ତେଣୁ ତୁମ୍ଭମାନଙ୍କ ପରମେଶ୍ୱର ଯେ ତୁମ୍ଭମାନଙ୍କୁ ବିନଷ୍ଟ କରିବାରୁ ମୋତେ ରୋକିପାରିବ, ଏହା ଆଦୌ ଭାବ ନାହିଁ।’”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ଵାସ ନ କର; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଓ ମୋʼ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ଵର କି ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?

See the chapter Copy

ଓଡିଆ ବାଇବେଲ

15 ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋ’ ହସ୍ତରୁ ଓ ମୋ’ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରି ପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବେ ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହେତୁ ହିଜକୀୟ ତୁମ୍ଭମାନଙ୍କୁ ନ ଭୁଲାଉ, କି ଏରୂପ ନ ମଣାଉ, କିଅବା ତୁମ୍ଭେମାନେ ତାହାକୁ ବିଶ୍ୱାସ କର ନାହିଁ; କାରଣ କୌଣସି ଦେଶର କି ରାଜ୍ୟର ଦେବତା ଆପଣା ଲୋକମାନଙ୍କୁ ମୋʼ ହସ୍ତରୁ ଓ ମୋʼ ପିତୃଲୋକଙ୍କ ହସ୍ତରୁ ଉଦ୍ଧାର କରିପାରି ନାହିଁ; ତେବେ ତୁମ୍ଭମାନଙ୍କ ପରମେଶ୍ୱର କି ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବେ?”

See the chapter Copy




2 ବଂଶାବଳୀ 32:15

Follow us:

Advertisements


Advertisements