Online Bible

- Advertisements -




2 ବଂଶାବଳୀ 32:21 - ପବିତ୍ର ବାଇବଲ

21 ଏହା ପରେ ସଦାପ୍ରଭୁ ଅଶୂର ରାଜାର ଛାଉଣିକୁ ଜଣେ ସ୍ୱର୍ଗଦୂତଙ୍କୁ ପଠାଇଲେ। ସେହି ସ୍ୱର୍ଗଦୂତ ଅଶୂରର ସୈନ୍ୟଦଳର ସମସ୍ତ ସୈନ୍ୟ, ନେତାଗଣ ଓ ସେନାଧିକାରୀମାନଙ୍କୁ ହତ୍ୟା କଲେ। ତେଣୁ ଅଶୂରର ରାଜା ନିଜ ଗୃହକୁ ଓ ଦେଶକୁ ଫେରିଗଲା ଓ ତାହାର ଲୋକମାନେ ତା’ ନିମନ୍ତେ ଲଜ୍ଜା ଅନୁଭବ କଲେ। ସେ ତାହାର ଦେବତାର ମନ୍ଦିରକୁ ଗଲା ଓ ତା'ର ନିଜର ପୁତ୍ରମାନେ କେତେଜଣ ସେହି ସ୍ଥାନରେ ତାହାକୁ ଏକ ‌‌ଖ‌ଡ଼୍‌ଗରେ ବଧ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର-ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ଼୍‍ଗରେ ବଧ କଲେ।

See the chapter Copy

ଓଡିଆ ବାଇବେଲ

21 ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ-ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।

See the chapter Copy




2 ବଂଶାବଳୀ 32:21

Follow us:

Advertisements


Advertisements