Online Bible

- Advertisements -




2 ବଂଶାବଳୀ 32:28 - ପବିତ୍ର ବାଇବଲ

28 ଲୋକମାନେ ହିଜକିୟଙ୍କ ନିକଟକୁ ଯେଉଁ ଖାଦ୍ୟଶସ୍ୟ, ନୂତନ ଦ୍ରାକ୍ଷାରସ ଓ ତୈଳ ପଠାଉଥିଲେ, ତାହା ରଖିବା ନିମନ୍ତେ ତାଙ୍କର ଭଣ୍ଡାରଗୃହ ସବୁ ଥିଲା। ସମସ୍ତ ପଶୁପଲ ଓ ମେଷପଲ ନିମନ୍ତେ ତାଙ୍କର ଗୁହାଳସବୁ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ତାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।

See the chapter Copy

ଓଡିଆ ବାଇବେଲ

28 ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।

See the chapter Copy




2 ବଂଶାବଳୀ 32:28

Follow us:

Advertisements


Advertisements