2 ବଂଶାବଳୀ 32:4 - ପବିତ୍ର ବାଇବଲ4 ଅନେକ ଲୋକ ଏକତ୍ର ଆସିଲେ ଓ ଦେଶ ମଧ୍ୟଦେଇ ପ୍ରବାହିତ ହେଉଥିବା ଝରଣା ଓ ନଦୀ ସବୁର ଜଳକୁ ରୋକି ଦେଲେ। ସେମାନେ କହିଲେ ଯେ, “ଅଶୂରର ରାଜା ଏହି ସ୍ଥାନକୁ ଆସିଲେ ବେଶୀ କିଛି ଜଳ ପାଇବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)4 ଏଣୁ ଅଶୂର-ରାଜଗଣ ଆସି କାହିଁକି ଅନେକ ଜଳ ପାଇବେ? ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ। See the chapterଓଡିଆ ବାଇବେଲ4 ଏଣୁ ଅଶୂର-ରାଜାଗଣ ଆସି କାହିଁକି ଅନେକ ଜଳ ପାଇବେ ? ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ଏଣୁ ଅଶୂର-ରାଜାଗଣ ଆସି କାହିଁକି ଅନେକ ଜଳ ପାଇବେ?” ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ। See the chapter |