Online Bible

- Advertisements -




2 ବଂଶାବଳୀ 32:6 - ପବିତ୍ର ବାଇବଲ

6 ଲୋକମାନଙ୍କର ଦାୟିତ୍ୱ ନେବା ନିମନ୍ତେ ହିଜକିୟ ଯୁଦ୍ଧର ପଦାଧିକାରୀମାନଙ୍କୁ ମନୋନୀତ କଲେ। ନଗରଦ୍ୱାର ନିକଟସ୍ଥ ଉନ୍ମୁକ୍ତ ସ୍ଥାନରେ ସେ ସେହି ପଦାଧିକାରୀମାନଙ୍କୁ ସାକ୍ଷାତ କଲେ। ସେ କହିଲେ,

See the chapter Copy

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ଵାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତପ୍ରବୋଧକ ବାକ୍ୟ କହିଲେ,

See the chapter Copy

ଓଡିଆ ବାଇବେଲ

6 ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ୱାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତ ପ୍ରବୋଧକ ବାକ୍ୟ କହିଲେ,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ସେ ଲୋକମାନଙ୍କ ଉପରେ ସେନାପତି ନିଯୁକ୍ତ କଲେ ଓ ନଗର-ଦ୍ୱାର ଛକରେ ଆପଣା ନିକଟରେ ସେମାନଙ୍କୁ ଏକତ୍ର କରି ସେମାନଙ୍କୁ ଚିତ୍ତ ପ୍ରବୋଧକ ବାକ୍ୟ କହିଲେ,

See the chapter Copy




2 ବଂଶାବଳୀ 32:6

Follow us:

Advertisements


Advertisements