2 ବଂଶାବଳୀ 32:7 - ପବିତ୍ର ବାଇବଲ7 “ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ୟବାହିନୀ ବିଷୟରେ ଭୟ କର ନାହିଁ କିମ୍ବା ବ୍ୟସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ ଶକ୍ତି ଅଛି। See the chapterପବିତ୍ର ବାଇବଲ (Re-edited) - (BSI)7 ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ନ ହୁଅ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ ; See the chapterଓଡିଆ ବାଇବେଲ7 “ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ୍; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ବଳବାନ ଓ ସାହସିକ ହୁଅ, ଅଶୂରର ରାଜା ଓ ତାହାର ସଙ୍ଗୀ ସମସ୍ତ ଜନତା ସକାଶୁ ଭୀତ କି ନିରାଶ ହୁଅ ନାହିଁ; କାରଣ ତାହାର ସହାୟ ଅପେକ୍ଷା ଆମ୍ଭମାନଙ୍କ ସହାୟ ମହାନ; See the chapter |