Online Bible

- Advertisements -




2 ବଂଶାବଳୀ 33:11 - ପବିତ୍ର ବାଇବଲ

11 ତେଣୁ ସଦାପ୍ରଭୁ ସୈନ୍ୟବାହିନୀର ସେନାପତିଙ୍କୁ ଆଣିଲେ, ଯିଏ କି ଅଶୂରର ରାଜାର ସେବା କରୁଥିଲେ ଏବଂ ସେମାନେ ଯିହୁଦାକୁ ଆକ୍ରମଣ କଲେ। ସେହି ସେନାପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସେମାନେ ତାଙ୍କ ଶରୀରରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନେଇଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍‍କୁ ନେଇଗଲେ।

See the chapter Copy

ଓଡିଆ ବାଇବେଲ

11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍‍କୁ ନେଇଗଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲକୁ ନେଇଗଲେ।

See the chapter Copy




2 ବଂଶାବଳୀ 33:11

Follow us:

Advertisements


Advertisements