2 ବଂଶାବଳୀ 33:12 - ପବିତ୍ର ବାଇବଲ12 ତାଙ୍କ ଉପରକୁ ଯେତେବେଳେ ଏହିସବୁ ବିପଦ ଆସିଲା, ମନଃଶି ସଦାପ୍ରଭୁ ତାଙ୍କର ପରମେଶ୍ୱରଙ୍କଠାରୁ ସାହାଯ୍ୟ ଲୋଡ଼ିଲେ। ମନଃଶି ନିଜକୁ ତାଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ନମ୍ର କଲେ। See the chapterପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ଵରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ। See the chapterଓଡିଆ ବାଇବେଲ12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ। See the chapter |